ଆଜି ସନ୍ଧ୍ୟାରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ?

ଆଜି ସନ୍ଧ୍ୟାରେ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା | ଆସନ୍ତା ୩ ଘଣ୍ଟା ମଧ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ୧୭ଟି ଜିଲ୍ଲାକୁ ସତର୍କ ସୂଚନା ଜାରିକରିଛି ପାଣିପାଗ ବିଭାଗ | କାଳବୈଶାଖୀର ବର୍ଷା ହେବା ନେଇ ସତର୍କ କରାଯାଇଥିବା ଓ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲା ଗୁଡ଼ିକ ହେଉଛି-: ନୂଆପଡ଼ା, ବଲାଙ୍ଗୀର, କୋରାପୁଟ, ରାୟଗଡ଼ା, ଗଞ୍ଜାମ, ଗଜପତି, , ବୌଦ୍ଧ, କନ୍ଧମାଳ , ଢେଙ୍କାନାଳ, ନୟାଗଡ଼ ଏବଂ କଟକ । ଏହିସବୁ ଜିଲ୍ଲା ଗୁଡ଼ିକ ମଧ୍ୟରୁ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସନ୍ଧ୍ୟା ସମୟରେ ବର୍ଷା ଓ ଘଡ଼ଘଡ଼ି ପ୍ରବଳ ହେବା ପବନ ( ୫୦) କିଲୋମିଟର ପ୍ରତି ଘଣ୍ଟା ହେବାର ପାଣିପାଗ ବିଭାଗ କେନ୍ଦ୍ରରୁ ସୂଚନା ମିଳୁଛି ।

Odia Khabar

Leave a Comment