ଗୋପାଳପୁରରେ ଯୁବତୀଙ୍କୁ ଗଣଦୁଷ୍କର୍ମ ଅଭିଯୋଗ ?

ଗୋପାଳପୁରରେ ଯୁବତୀଙ୍କୁ ଗଣଦୁଷ୍କର୍ମ ଅଭିଯୋଗ ?

ଗୋପାଳପୁରରେ ଯୁବତୀଙ୍କୁ ଗଣଦୁଷ୍କର୍ମ ଅଭିଯୋଗ । ଗତକାଲି ଏଭଳି ଏକ ଘଟଣା ଘଟିଥିବା ସୂଚନା ମିଳିଛି ଯୁବତିଜଣଙ୍କୁ ଦୁଷ୍କର୍ମ କରିଥିବା ସମସ୍ତ ଅଭିଯୁକ୍ତଙ୍କ ଗିରଫ କରିଛି ପୋଲିସ । ଆଜି ପୋଲିସ ଆଉ ୩ ଜଣ ଅପରାଧୀଙ୍କୁ ଧରିବାରେ ସଫଳ ହୋଇଛି। କିଛି ଅଭିଯୁକ୍ତମାନେ ବାହାର ରାଜ୍ୟକୁ ଖସିଯିବାକୁ ଚେଷ୍ଟା କରୁଥିବାବେଳେ ପୋଲିସ ତାଙ୍କୁ ଧରିବାରେ ସଫଳ ହୋଇଛି | ଗୋପାଳପୁର ବେଳାଭୂମିରେ ଗଣଦୁଷ୍କର୍ମର ଶିକାର ହୋଇଥିଲେ ଯୁବତୀ ଜଣକ । ଯୁବତୀ ତାଙ୍କ ପୁରୁଷ ବନ୍ଧୁଙ୍କ … Read more