ପୁଣି ରାଜ୍ୟରେ କାଳବୈଶାଖୀ ବର୍ଷା ସମ୍ଭାବନା ?
ପୁଣି ରାଜ୍ୟରେ କାଳବୈଶାଖୀ ବର୍ଷା ସମ୍ଭାବନା | ରାଜ୍ୟରେ କିଛି କିଛି ଜିଲ୍ଲା ଗୁଡିକରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ କେନ୍ଦ୍ରରୁ ସୂଚନା ମିଳୁଛି | ରାଜ୍ୟରେ ବଜ୍ରପାତ ସହ ପ୍ରବଳ ଘଡଘଡି ସହ ବର୍ଷା ହେବ ବୋଲି ସୂଚନା ମିଳୁଛି | ଆଜି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, , ଗଜପତି, ପୁରୀ, ନବରଙ୍ଗପୁର, ଅନୁଗୋଳ, ବୌଦ୍ଧ, କଳାହାଣ୍ଡିକଟକ, ଜଗତ୍ସିଂହପୁର, ମୟୂରଭଞ୍ଜ, ସୁନ୍ଦରଗଡ଼, ଗଞ୍ଜାମ ଆଦି ଜିଲାରେ ଘଣ୍ଟାପ୍ରତି ୪୦ରୁ … Read more