ସ୍କୁଲ ଛାତ୍ରଛାତ୍ରୀଙ୍କୁ ଆସନ୍ତା ମାସରୁ ସପ୍ତାହକୁ ୩ ଦିନ ମିଲିବ ଲଡୁ ?
ସ୍କୁଲ ଛାତ୍ରଛାତ୍ରୀଙ୍କୁ ଆସନ୍ତା ମାସରୁ ସପ୍ତାହକୁ ୩ ଦିନ ମିଲିବ ଲଡୁ । ରାଜ୍ୟ ସରକାର ପ୍ରଥମରୁ ଦଶମ ଶ୍ରେଣୀ ଛାତ୍ରଛାତ୍ରୀ ମାନଙ୍କ ପାଇଁ ସପ୍ତାହକୁ ୩ ଦିନ ଲଡୁ ଦିଆଯିବ ବୋଲି ଘୋଷଣା କରିଛନ୍ତି । ଆସନ୍ତା ଏପ୍ରିଲ ମାସ ଆରମ୍ଭରୁ ସମସ୍ତ ଛାତ୍ରଛାତ୍ରୀଙ୍କୁ ପୋଷଣଯୁକ୍ତ ଖାଦ୍ୟ ପ୍ରଦାନ କରାଯିବ। ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ସପ୍ତାହକୁ ୩ ଦିନ ମାଣ୍ତିଆ ଲଡୁ ଦିଆଯିବ ବୋଲି ସରକାର ଘୋଷଣା କରିଛନ୍ତି । ଆସନ୍ତା ଏପ୍ରିଲ ମାସ … Read more