ଆଜି ଶ୍ରୀମନ୍ଦିରରେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଦର୍ଶନ ୫ ଘଣ୍ଟା ବନ୍ଦ ରହିବ ?

Screenshot 2025 04 06 135237

ଆଜି ଶ୍ରୀମନ୍ଦିରରେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଦର୍ଶନ ୫ ଘଣ୍ଟା ବନ୍ଦ ରହିବ । ମହାପ୍ରଭୁଙ୍କ ନୀତି କାର୍ଯ୍ୟ ପାଳନ ନିମନ୍ତେ ସାଧାରଣ ଦର୍ଶନ ବନ୍ଦ ରହିବ । ପବିତ୍ର ଶ୍ରୀ ରାମନବମୀ ଉପଲକ୍ଷେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଶ୍ରୀରାମ ଜନ୍ମ ନୀତି କାର୍ଯ୍ୟ ଅନୁଷ୍ଠିତ ହେବାକୁ ଯାଉଛି । ମଧ୍ୟାହ୍ନ ଧୂପ ପରେ ନୀତି ଅନୁଷ୍ଠିତ ହେବ । ଠାକୁରଙ୍କ ନୀତି କାର୍ଯ୍ୟ ଲାଗି ସନ୍ଧ୍ୟା ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ମହାପ୍ରଭୁଙ୍କ ଦର୍ଶନ ନୀତି ବନ୍ଦ … Read more